ଘରେ ପଶି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

Advertisment
ଘରେ  ପଶି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ବାରିପଦା: ଘରେ ପଶି ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ବାରିପଦା ଟାଉନ୍ ଥାନା ପୁଲିସ୍ ଅଭିଯୁକ୍ତ ବାସୁ ଟୁଡୁ(୨୯)କୁ ଗିରଫ କରି କୋର୍ଟ ଚାଲଣ କରିଛି। ବାରିପଦା ସଦର ଥାନା ଅନ୍ତର୍ଗତ ଶିକାରୀଘାଟି ଅଞ୍ଚଳର ଅଭିଯୁକ୍ତ ଜଣଙ୍କ ପୂର୍ବରୁ ପିଡ଼ୀତାଙ୍କୁ ଜାଣିଥିବା ସୂଚନା ମିଳିଛି। ତେବ‌େ ଗତ ଶନିବାର ରାତି ପ୍ରାୟ ୧୧ଟା ସମୟରେ ଅଭିଯୁକ୍ତ ଜଣଙ୍କ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe