ଯୋରରେ ବୁଡ଼ି ଯୁବକ ମୃତ

Advertisment
କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ଡୁଡୁକା: ବଲାଙ୍ଗୀର ଜିଲ୍ଲା ଆଗଲପୁର(ଡୁଡୁକା) ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲି ଗ୍ରାମର ଜଣେ ଯୁବକ ଯୋରକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ତାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ସୁଶାନ୍ତ ପୋଢ଼ (୨୫ବର୍ଷ)। ସୁଶାନ୍ତ ଶୁକ୍ରବାର ମଧ୍ୟାହ୍ନରେ ଗ୍ରାମ ନିକଟ କୁଲାରୀ ଯୋରକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁଁ ତାଙ୍କ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ଯାଇଥିଲେ। ପରେ ଯୋରରେ ତାଙ୍କ ଶବ ଭାସୁଥିବା ଦେଖିବାକୁ ମିଳିଥିଲା। ଏନେଇ ଆଗଲପୁର ପୁଲିସ ଏକ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe