ବଜ୍ରପାତରେ ଯୁବକ ମୃତ

Advertisment
ବଜ୍ରପାତରେ ଜଣେ ବ୍ୟକ୍ତି ଓ ଦୁଇ ବଳଦ ମୃତ

Image Courtesy of Zee News

ବଙ୍ଗୋମୁଣ୍ଡା: ବଙ୍ଗୋମୁଣ୍ଡା ବ୍ଲକ ଡ଼ୁମେରପଡା ଗ୍ରାମର ଭାବସିଂ ମାଝୀ (୩୦)ଙ୍କ ସୋମବାର ବଜ୍ରପାତରେ ମୃତ୍ୟୁ ଘଟିଛି। ଶବ ବ୍ୟବଚ୍ଛେଦ ପାଇଁ କଣ୍ଟାବାଞ୍ଜି ଡାକ୍ତରଖାନାକୁ ପଠାଇଯାଇଥିଲା। ତାଙ୍କ ମୃତ୍ୟୁରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ଘରେ ସ୍ତ୍ରୀ, ୨ ଝିଅ ଓ ଗୋଟିଏ ପୁଅ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe