ସାପ କାମୁଡ଼ାରେ ଯୁବକ ମୃତ

Advertisment
ସାପ କାମୁଡ଼ାରେ ମହିଳା ମୃତ

bumrungrad.com

ଥୁଆମୂଳ ରାମପୁର: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅଡ୍ରି ପଞ୍ଚାୟତ ଢୋଲପାସ ଗ୍ରାମ ରଜାମୁଣ୍ଡାର ହର ବିଶି (୩୬)ଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ହର ଶୋଇଥିବା ବେଳେ ଏକ ସାପ କାମୁଡ଼ି ଦେଇଥିଲା। ପରିବାର ଲୋକ ଶନିବାର ସକାଳେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ପୁଲିସ୍ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ହର ବିଶି ତାଙ୍କ ପଛରେ ସ୍ତ୍ରୀ ଓ ଚାରି ପୁଅଙ୍କୁ ଛାଡ଼ି ଚାଲିଯାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe