ମା’ ହେଲେ ଦିୟା

ମା’ ହେଲେ ଦିୟା

Zee News

ବଲିଉଡ ଅଭିନେତ୍ରୀ ଦିୟା ମିର୍ଜା ମା’ ହୋଇଛନ୍ତି। ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ଏହି ଖବର ସେ ସୋସିଆଲ୍‌ ମିଡିଆରେ ତାଙ୍କ ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ସେ ସମସ୍ତ ଶୁଭେଚ୍ଛୁ ଏବଂ ପ୍ରଶଂସକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦିୟା ଏବଂ ବୈଭବ ସେମାନଙ୍କର ନବଜାତ ଶିଶୁର ନାମ ଦେଇଛନ୍ତି ଅଭିୟାନ। ଫେବୃଆରି ୧୫ରେ ମୁମ୍ବାଇରେ ଏକ ସମାରୋହରେ ଦିୟା ଏବଂ ବୈଭବ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe