ଅତ୍ୟାଧୁନିକ ନନ୍ଦଘରରେ ପରିଣତ ହେବ ରାୟଗଡାର ୧୦୦ଟି ଅଙ୍ଗନବାଡ଼ି କେନ୍ଦ୍ର

nn

 ବେଦାନ୍ତ ଆଲୁମିନିୟମର ଅନିଲ ଅଗ୍ରୱାଲ ଫାଉଣ୍ଡେସନ ପକ୍ଷରୁ ଜିଲ୍ଲା ପ୍ରଶାସନ ସହ ବୁଝାମଣାପତ୍ର ସ୍ୱାକ୍ଷର କରି ୧୦୦ଟି ଅଙ୍ଗନବାଡ଼ି କେନ୍ଦ୍ରକୁ ଅତ୍ୟାଧୁନିକ ନନ୍ଦଘରରେ ପରିଣତ କରିବା ଉଦ୍ଦେଶ୍ୟରେ ଏକ  ପଦକ୍ଷେପ ଗ୍ରହଣ କରାଯାଇଛି । ଏହାଦ୍ୱାରା ଅଙ୍ଗନବାଡି କେନ୍ଦ୍ରଗୁଡିକୁ ମହିଳା ଓ ଶିଶୁଙ୍କ ବିକାଶ ପାଇଁ ଅତ୍ୟାଧୁନିକ କେନ୍ଦ୍ରରେ ପରିଣତ କରାଯିବ । ଏହି ବୁଝାମଣାପତ୍ର ସ୍ୱାକ୍ଷର ଉତ୍ସବରେ ରାୟଗଡା ଜିଲ୍ଲାପାଳ ପାରୁଲ ପଟୱାରୀଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓ ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe