ବେଦାନ୍ତ ଆଲୁମିନିୟମ ଲାଞ୍ଜିଗଡ଼ର ଡିଏଭି ବେଦାନ୍ତ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ପ୍ରଦର୍ଶନକୁ ସ୍ୱୀକୃତି ପ୍ରଦାନ କରିଛି। ବେଦାନ୍ତ ଛାତ୍ରବୃତ୍ତି ପୁରସ୍କାର ଅଧୀନରେ ୨୦୨୪-୨୫ ଶିକ୍ଷାବର୍ଷରେ ମୋଟ ୨୨ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା। ଏହି ସମାରୋହରେ ଲାଞ୍ଜିଗଡ଼ର ଗୋଷ୍ଠି ଉନ୍ନୟନ ଅଧିକାରୀ (ବିଡିଓ) ଶ୍ରୀ ଅନିମେଶ ପ୍ରଧାନ (ଆଇଏଏସ୍) ଯୋଗ ଦେଇଥିଲେ।
ଡିଏଭି ବେଦାନ୍ତର ୨୨ ଜଣ ଛାତ୍ରଛାତ୍ରୀ ସମ୍ମାନିତ
Advertisment
Follow Us