ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ଉଦ୍‌ଘାଟନ କରୁଛନ୍ତି ଅତିଥି ବୃନ୍ଦ

ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ଅତିଥିମାନେ ଉଦ୍‌ଘାଟନ କରୁଛନ୍ତି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍‌ଘାଟନ ‌ହୋଇଛି। ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଏହାକୁ ଉଦ୍‌ଘାଟନ କରିଛନ୍ତି।

Bargarh dhanu yatra inaugurated

Bargarh Dhanu Yatra inaugurated Photograph: (Sambad )

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe