ରାଉରକେଲାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବଲିଉଡ୍ ନାୟିକା ସାରା ଅଲୀ ଖାନ୍
ହକି ଇଣ୍ଡିଆ ଲିଗ୍ର ଫାଇନାଲ ମ୍ୟାଚ୍ ଓ ତୃତୀୟ ସ୍ଥାନ ପାଇଁ ଆଜି ମ୍ୟାଚ୍ ଖେଳା ଯାଇଛି। ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଛି। ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମରେ ବଲିଉଡ୍ ନାୟିକା ସାରା ଅଲୀ ଖାନ୍ ଓ ତାଙ୍କ ଟିମ୍ ଯୋଗ ଦେଇଛନ୍ତି।
/sambad/media/media_files/2025/02/01/gKUaqXXksA0jai6hRj5A.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)