ଭୁବନେଶ୍ବର: ଓଡ଼ିଶାର କାଳଜୟୀ ସାରସ୍ଵତ ସାଧକ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରୁଛନ୍ତି।

Advertisment