Advertisment
Gallery

Mohan Charan Majhi: ବୈତରଣୀ ନଦୀରେ ମକର ସ୍ନାନ କଲେ ମୁଖ୍ୟମନ୍ତ୍ରୀ

ପବିତ୍ର ମକର ସଂକ୍ରାନ୍ତିର ଶୁଭ ଅବସରରେ କେନ୍ଦୁଝରର ପୂଣ୍ୟତୋୟା ବୈତରଣୀ ନଦୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମକର ସ୍ନାନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମର ଏହି ମହାନ ଧର୍ମ, ପରମ୍ପରା ଓ ସଂସ୍କୃତିର ସମନ୍ୱୟ ହିଁ ଓଡ଼ିଆ ଅସ୍ମିତାର ପ୍ରକୃତ ପରିଚୟ। ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ଏହି ପବିତ୍ର ଦିନ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦେଉ।

 Mohan Charan Majhi: ବୈତରଣୀ ନଦୀରେ ମକର ସ୍ନାନ କଲେ ମୁଖ୍ୟମନ୍ତ୍ରୀ
Advertisment
ସବସ୍କ୍ରାଇବ କରନ୍ତୁ