Advertisment
Gallery

Matric Exam: ଆରମ୍ଭ ହେଲା ମାଟ୍ରିକ୍‌ ପରୀକ୍ଷା-୨୦୨୬

ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ଆଜି ଠାରୁ ଆରମ୍ଭ ହୋଇଛି। ଏହା ଆଗାମୀ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ସକାଳ ୯ ଟାରୁ ଆରମ୍ଭ ହୋଇ ସାଢେ ୧୧ ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ୩ ହଜାର ୮୨ଟି କେନ୍ଦ୍ରରେ ୫ ଲକ୍ଷ ୬୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।

 ଭୁବନେଶ୍ବରସ୍ଥିତ ୟୁନିଟ-୧ ସରକାରୀ ଉଚ୍ଚ ବିଦ୍ୟାଳୟ। ଫଟୋ: ନରସିଂହ, ସମ୍ବାଦ
ଭୁବନେଶ୍ବରସ୍ଥିତ ୟୁନିଟ-୧ ସରକାରୀ ଉଚ୍ଚ ବିଦ୍ୟାଳୟ। ଫଟୋ: ନରସିଂହ, ସମ୍ବାଦ
Advertisment
ସବସ୍କ୍ରାଇବ କରନ୍ତୁ