Gallery ରାଜ୍ୟ Plus 2 Examination: ଦ୍ବାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ Advertisment ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା-୨୦୨୬ ଆଜି ଠାରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ବରସ୍ଥିତ ରମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀମାନେ ପରୀକ୍ଷା ଦେବା ପାଇଁ ଅଗ୍ରସର ହେଉଛନ୍ତି। February 18, 2026, 09:35 AM IST ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା-୨୦୨୬ ଆଜି ଠାରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ବରସ୍ଥିତ ରମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀମାନେ ପରୀକ୍ଷା ଦେବା ପାଇଁ ଅଗ୍ରସର ହେଉଛନ୍ତି। 18 Feb 2026 09:35 IST Sambad Digital Desk Follow Us Examination Odisha News