ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ପ୍ରଦର୍ଶନୀ ପଡ଼ିଆ ଠାରେ ଆୟୋଜିତ ସପ୍ତମ ରାଜ୍ୟସ୍ତରୀୟ ପୁସ୍ତକ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଉଦଘାଟନ ପରେ ସେ ପୁସ୍ତକମେଳା ବୁଲି ଦେଖିଥିଲେ । ଏହି ଅବସରରେ ଉଚ୍ଚଶିକ୍ଷା, ଓଡ଼ିଆ ଭାଷା ଓ ସଂସ୍କୃତିମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ବାବୁ ସିଂ ଏବଂ ବିଶିଷ୍ଟ ଲେଖିକା ପ୍ରତିଭା ରାୟ ପ୍ରମୁଖ ଉପସ୍ଥିତ ଥିଲେ।

Advertisment