ମୁମ୍ବାଇରେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁମ୍ବାଇ ଗସ୍ତରେ ଅଛନ୍ତି। ସେଠାରେ ସେମାନେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ୍ଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ମାଝୀ ଓ ଶ୍ରମତୀ ପରିଡ଼ାଙ୍କୁ ମୁମ୍ବାଇ ପ୍ରବାସୀ ଓଡ଼ିଆ ସଂପ୍ରଦାୟ ସ୍ବାଗତ ଜଣାଇଛି।
/sambad/media/media_files/2024/12/05/4Av3CNYvQIt2nxnuXDHW.jpg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)