ମୁମ୍ବାଇରେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁମ୍ବାଇ ଗସ୍ତରେ ଅଛନ୍ତି। ସେଠାରେ ସେମାନେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ୍‌ଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ମାଝୀ ଓ ଶ୍ରମତୀ ପରିଡ଼ାଙ୍କୁ ମୁମ୍ବାଇ ପ୍ରବାସୀ ଓଡ଼ିଆ ସଂପ୍ରଦାୟ ସ୍ବାଗତ ଜଣାଇଛି।

ଅଦ୍ୟତନ ହୋଇଛି
GeBwYH7a0AMFlnd
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe