ବେଦାନ୍ତ ଆଲୁମିନିୟମ୍,'ଗର୍ବିତ ପିତାମାତା ଦିବସ ଆୟୋଜନ କରି ଅନ୍ତର୍ଜାତୀୟ ପରିବାର ଦିବସ ପାଳନକରିଛି, ଯାହା ଏହାର କର୍ମଚାରୀଙ୍କ ପିତାମାତାଙ୍କ ପାଇଁ ସ୍ୱତନ୍ତ୍ର ଭାବରେ ଆୟୋଜିତ ଏକବାର୍ଷିକ କାର୍ୟ୍ୟକ୍ରମ।ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ସେମାନଙ୍କୁ ଝାରସୁଗୁଡ଼ାରେ ଏହାର ଆଲୁମିନିୟମ କାରଖାନାର ପ୍ରଥମ ଅଭିଜ୍ଞତା ପ୍ରଦାନ କରିବା ଏବଂ ଏହାର କର୍ମଚାରୀଙ୍କ ମଧ୍ୟରେ ଏକ ପରିବାର କୈନ୍ଦ୍ରିକ ସଂସ୍କୃତିକୁ ପ୍ରୋତ୍ସାହିତ କରିବା।