ବେଦାନ୍ତ ଆଲୁମିନିୟମ ପକ୍ଷରୁ ଛତିଶଗଡର ରାୟପୁର ସ୍ଥିତ ଅଗ୍ରଣୀ କର୍କଟ ଚିକିତ୍ସାଳୟ ବାଲକୋ ମେଡ଼ିକାଲ ସେଣ୍ଟର (ବିଏମସି) ସହଯୋଗରେ ଝାରସୁଗୁଡ଼ାଜିଲ୍ଲା ନିକଟବର୍ତ୍ତୀ ବେଲପାହାଡ ଏବଂ ବିଲେଇମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ 'ପ୍ରକଳ୍ପ ଆରୋଗ୍ୟମ୍-କିଓର ୱିଥ୍ କେୟାର' ଅଧୀନରେ ଏକ ବ୍ୟାପକ କର୍କଟ ଚିହ୍ନଟ ପରୀକ୍ଷଣ ଏବଂ ସଚେତନତା ଅଭିଯାନ ପରିଚାଳନା କରାଯାଇଛି । ବିଏମସିର ଅତ୍ୟାଧୁନିକ ମୋବାଇଲ୍ କର୍କଟ ଚିହ୍ନଟ ଭ୍ୟାନ୍ ସ୍ୱାସ୍ଥ୍ୟ ଶିବିରରେ ନିୟୋଜିତ କରାଯାଇଥିଲା ଯେଉଁଥିରେ ମାମୋଗ୍ରାଫି, ପାପ୍ ସ୍ମିଅର୍ ଟେଷ୍ଟ (ପିଇପି) ଏବଂ ବ୍ରଶ୍ ସାଇଟୋଲୋଜି ସମେତ ବ୍ୟାପକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ନିରୀକ୍ଷା କରାଯାଇଥିଲା।
'ପ୍ରକଳ୍ପ ଆରୋଗ୍ୟମ୍ " ଅଧିନରେ ଗ୍ରାମୀଣ ଓଡ଼ିଶାରେ କର୍କଟ ଚିହ୍ନଟ ଶିବିର
/sambad/media/media_files/2025/03/17/KJBm5fKi9d7NROiHCAet.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-08-23t123957970z-tpnc.jpg)