'ପ୍ରକଳ୍ପ ଆରୋଗ୍ୟମ୍ " ଅଧିନରେ ଗ୍ରାମୀଣ ଓଡ଼ିଶାରେ କର୍କଟ ଚିହ୍ନଟ ଶିବିର

health

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଛତିଶଗଡର ରାୟପୁର ସ୍ଥିତ ଅଗ୍ରଣୀ କର୍କଟ ଚିକିତ୍ସାଳୟ ବାଲକୋ ମେଡ଼ିକାଲ ସେଣ୍ଟର (ବିଏମସି) ସହଯୋଗରେ ଝାରସୁଗୁଡ଼ା ଜିଲ୍ଲା ନିକଟବର୍ତ୍ତୀ ବେଲପାହାଡ ଏବଂ ବିଲେଇମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ 'ପ୍ରକଳ୍ପ ଆରୋଗ୍ୟମ୍-କିଓର ୱିଥ୍ କେୟାର' ଅଧୀନରେ ଏକ ବ୍ୟାପକ କର୍କଟ ଚିହ୍ନଟ ପରୀକ୍ଷଣ ଏବଂ ସଚେତନତା ଅଭିଯାନ ପରିଚାଳନା କରାଯାଇଛି । ବିଏମସିର ଅତ୍ୟାଧୁନିକ ମୋବାଇଲ୍ କର୍କଟ ଚିହ୍ନଟ ଭ୍ୟାନ୍ ସ୍ୱାସ୍ଥ୍ୟ ଶିବିରରେ ନିୟୋଜିତ କରାଯାଇଥିଲା ଯେଉଁଥିରେ ମାମୋଗ୍ରାଫି, ପାପ୍ ସ୍ମିଅର୍ ଟେଷ୍ଟ (ପିଇପି) ଏବଂ ବ୍ରଶ୍ ସାଇଟୋଲୋଜି ସମେତ ବ୍ୟାପକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ନିରୀକ୍ଷା କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe