ନିଜର ପ୍ରମୁଖ ମୋବାଇଲ୍ ସ୍ୱାସ୍ଥ୍ୟ ୟୁନିଟ୍ ସେବା ମାଧ୍ୟମରେ ବେଦାନ୍ତ ଆଲୁମିନିୟମ ଓଡ଼ିଶାର ୫୨ଟି ଗ୍ରାମର ୩୫,୦୦୦ରୁ ଅଧିକ ବାସିନ୍ଦାଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପ୍ରଦାନ କରିଆସୁଛି। ରାୟଗଡା, କଳାହାଣ୍ଡି, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାରେ କାର୍ଯ୍ୟ କରୁଥିବା ଏହି କମ୍ପାନୀ ଗତ ଦୁଇ ବର୍ଷ ମଧ୍ୟରେ ୨,୦୦୦ରୁ ଅଧିକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରିଛି, ଯାହା ଅନୁନ୍ନତ ଅଞ୍ଚଳଗୁଡିକରେ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟସେବାର ଆବଶ୍ୟକତାକୁ ପୂରଣ କରିଛି।
୨ ବର୍ଷରେ ୨୦୦୦ରୁ ଅଧିକ ମାଗଣା ସ୍ବାସ୍ଥ୍ୟ ଶିବିର
Advertisment
Follow Us