ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ ‘ସାଣ୍ଡ ମାଷ୍ଟର ଆୱାର୍ଡ’ରେ ସମ୍ମାନିତ ହୋଇଥିବା ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ଖୁସିବ୍ୟକ୍ତ କରି ତାଙ୍କୁ ଓଡ଼ିଶାର ଆସେଟ୍‍ ବୋଲି କହିବା ସହ ଆଗାମୀ ଦିନରେ ଓଡ଼ିଶା ଓ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe