ହର୍ଷୋଲ୍ଲାସର ସହିତ ଜନ୍ମାଷ୍ଟମୀ ପାଳନ

Advertisment

ଆଜି ଜନ୍ମାଷ୍ଟମୀ। ସାରା ବିଶ୍ବର ହିନ୍ଦୁ ସମ୍ପ୍ରଦାୟ ଏହି ଦିନକୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ରୂପେ ପାଳନ କରୁଛନ୍ତି। କୃଷ୍ଣ ହେଉଛନ୍ତି ଭଗବାନ ବିଷ୍ଣୁଙ୍କର ଅଷ୍ଟମ ଅବତାର। ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀରେ ଦେବକୀ ଓ ବସୁଦେବଙ୍କ ପୁତ୍ର ରୂପେ କୃଷ୍ଣ ମଥୁରାରେ ଜନ୍ମ ହୋଇଥିଲେ।

Krishna
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe