Advertisment
Gallery

Mass Run: ମାତୃଭୂମି ପାଇଁ ଗଣଦୌଡ଼

ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି ଆନୁକୁଲ୍ୟରେ ରବିବାର ମାତୃଭୂମି ପାଇଁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ଏହି ଗଣଦୌଡ଼ ସକାଳ ୭ ଟାରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ମା’ତାରିଣୀ ମନ୍ଦିର ଠାରୁ ଆରମ୍ଭ ହୋଇ ସହର ମଧ୍ୟ ଦେଇ ବାଇପାସ୍ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ସମାପ୍ତ ହୋଇଥିଲା।

 Mass Run: ମାତୃଭୂମି ପାଇଁ ଗଣଦୌଡ଼
Advertisment
ସବସ୍କ୍ରାଇବ କରନ୍ତୁ