Gallery ରାଜ୍ୟ Mass Run: ମାତୃଭୂମି ପାଇଁ ଗଣଦୌଡ଼ Advertisment ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି ଆନୁକୁଲ୍ୟରେ ରବିବାର ମାତୃଭୂମି ପାଇଁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ଏହି ଗଣଦୌଡ଼ ସକାଳ ୭ ଟାରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ମା’ତାରିଣୀ ମନ୍ଦିର ଠାରୁ ଆରମ୍ଭ ହୋଇ ସହର ମଧ୍ୟ ଦେଇ ବାଇପାସ୍ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ସମାପ୍ତ ହୋଇଥିଲା। March 08, 2026, 05:04 PM IST ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି ଆନୁକୁଲ୍ୟରେ ରବିବାର ମାତୃଭୂମି ପାଇଁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ଏହି ଗଣଦୌଡ଼ ସକାଳ ୭ ଟାରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ମା’ତାରିଣୀ ମନ୍ଦିର ଠାରୁ ଆରମ୍ଭ ହୋଇ ସହର ମଧ୍ୟ ଦେଇ ବାଇପାସ୍ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ସମାପ୍ତ ହୋଇଥିଲା। 08 Mar 2026 17:04 IST Mahendra Sahu Follow Us Bhadrak Odisha News