Awards: ପ୍ରୀତିସ୍ମିତା, କାଳୁଚରଣଙ୍କୁ ‘ଓସ୍ଜା’ ପୁରସ୍କାର
ପ୍ରତିଭାସମ୍ପନ୍ନ ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଏବଂ ମହାନ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କ ସହ ଏମ୍ଜିଏମ୍ ଗ୍ରୁପ୍କୁ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍ଜା)ର ବାର୍ଷିକ ପୁରସ୍କାର ପ୍ରଦାନ କରାଯାଇଛି।
/sambad/media/media_files/2026/01/18/osja-2026-01-18-15-42-31.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2026/01/01/2026-01-01t113431602z-img_20251207_112601-2026-01-01-17-04-31.jpg)