Cuttack: ନେତାଜୀଙ୍କ ଜନ୍ମସ୍ଥାନ ’ସଂସ୍କୃତି ଭବନ’ରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ

Advertisment

ପରାକ୍ରମ ଦିବସରେ କଟକ ଓଡ଼ିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂସ୍କୃତି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ, ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟିଙ୍କ ସହ ଦେଶମାତୃକାର ବୀର ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ସ୍ମୃତିଚାରଣ କଲେ ମୁଖ୍ୟମନ୍ତ୍ରୀ ମୋନହ ମାଝୀ।

Cuttack
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe