Draupadi Murmu: 'ଅବକାଶ ଗୃହ' ଉଦ୍ଘାଟିତ
ମୟୂରଭଞ୍ଜର ରାଇରଙ୍ଗପୁରଠାରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂତନ 'ଅବକାଶ ଗୃହ'ର ଶୁଭ ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। ଏହି ଅବକାଶ ଗୃହ ଆଗାମୀ ଦିନରେ ଅଞ୍ଚଳର ପର୍ଯ୍ୟଟନ ଓ ଆତିଥ୍ୟ କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବ।
/sambad/media/media_files/2026/02/04/holiday-home-2026-02-04-16-47-14.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2026/01/01/2026-01-01t113431602z-img_20251207_112601-2026-01-01-17-04-31.jpg)