Advertisment
Gallery

Draupadi Murmu: ମା’ ବିରଜା ମନ୍ଦିରରେ ମହାମହିମ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତ କାଳରେ ସେ ରାଜ୍ୟର ବିଭିନ୍ନ ସ୍ଥାନକୁ ଯିବା ଆରମ୍ଭ କରିଛନ୍ତି। ଆଜି ଦ୍ବିତୀୟ ଦିନରେ ମା’ ବିରଜାଙ୍କୁ ଦର୍ଶନ କରିଛନ୍ତି। ଏହା ପରେ ସେ ବାଲେଶ୍ବର ଫକୀର ମୋହନ ବିଶ୍ବବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି। ମହାମହିମ ଆଜି ସନ୍ଧ୍ୟାରେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଦର୍ଶନ କରିବେ।

 Draupadi Murmu: ମା’ ବିରଜା ମନ୍ଦିରରେ ମହାମହିମ
Advertisment
ସବସ୍କ୍ରାଇବ କରନ୍ତୁ