Gallery ରାଜ୍ୟ Draupadi Murmu: ମା’ ବିରଜା ମନ୍ଦିରରେ ମହାମହିମ Advertisment ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତ କାଳରେ ସେ ରାଜ୍ୟର ବିଭିନ୍ନ ସ୍ଥାନକୁ ଯିବା ଆରମ୍ଭ କରିଛନ୍ତି। ଆଜି ଦ୍ବିତୀୟ ଦିନରେ ମା’ ବିରଜାଙ୍କୁ ଦର୍ଶନ କରିଛନ୍ତି। ଏହା ପରେ ସେ ବାଲେଶ୍ବର ଫକୀର ମୋହନ ବିଶ୍ବବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି। ମହାମହିମ ଆଜି ସନ୍ଧ୍ୟାରେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଦର୍ଶନ କରିବେ। February 03, 2026, 04:29 PM IST ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତ କାଳରେ ସେ ରାଜ୍ୟର ବିଭିନ୍ନ ସ୍ଥାନକୁ ଯିବା ଆରମ୍ଭ କରିଛନ୍ତି। ଆଜି ଦ୍ବିତୀୟ ଦିନରେ ମା’ ବିରଜାଙ୍କୁ ଦର୍ଶନ କରିଛନ୍ତି। ଏହା ପରେ ସେ ବାଲେଶ୍ବର ଫକୀର ମୋହନ ବିଶ୍ବବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି। ମହାମହିମ ଆଜି ସନ୍ଧ୍ୟାରେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଦର୍ଶନ କରିବେ। 03 Feb 2026 16:29 IST Mahendra Sahu Follow Us Draupadi Murmu President of India Odisha News