Meeting with CEOs: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୋଲ୍ଟେବୁଲ ବୈଠକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସେବା ତୀର୍ଥଠାରେ ଏଆଇ ଏବଂ ଡିପ୍ଟେକ୍ ଷ୍ଟାର୍ଟଅପ୍ସ ସିଇଓମାନଙ୍କ ସହିତ ଏକ ଗୋଲଟେବୁଲ ବୈଠକ କରିଛନ୍ତି। ଗୋଲଟେବୁଲରେ ଅଂଶଗ୍ରହଣ କରିଥିବା ଷ୍ଟାର୍ଟଅପ୍ଗୁଡ଼ିକ ନିର୍ଦ୍ଦିଷ୍ଟ କ୍ଷେତ୍ରଗୁଡ଼ିକରେ ଜନସଂଖ୍ୟାସ୍ତରୀୟ ଆହ୍ବାନଗୁଡ଼ିକର ସମାଧାନ କରୁଛନ୍ତି।
/sambad/media/media_files/2026/02/20/whatsapp-image-2026-02-20-20-47-47.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2026/01/01/2026-01-01t113431602z-img_20251207_112601-2026-01-01-17-04-31.jpg)