ଶ୍ରୀଜୀଉଙ୍କ ଦର୍ଶନ କଲେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ

ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ସଞ୍ଜୟ ଜାଜୁ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତକାଳରେ ସେ ଆଜି ସନ୍ଧ୍ୟାରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତିl

I & BM Secretary

I & BM Secretary Sanjay Jaju Photograph: (sambad.in )

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe