ସିଲ୍କ ଇଣ୍ଡିଆ ପ୍ରଦର୍ଶନୀ ଉଦଘାଟିତ

silk

ଭୁବନେଶ୍ବରରେ ଉଦଘାଟିତ ହୋଇଛି ସିଲ୍କ ଇଣ୍ଡିଆ ପ୍ରଦର୍ଶନୀ । ଏହାକୁ ଅଭିନେତ୍ରୀ ଅର୍ଚ୍ଚିତା ଉଦଘାଟନ କରିଥିଲେ । ଏହି ପ୍ରଦର୍ଶନୀ ତଥା ସେଲ୍ ଭୁବନେଶ୍ୱର ଜନପଥସ୍ଥିତ ହୋଟେଲ ଦ ନ୍ୟୁ ମାରିୟନଠାରେ ୧୮ – ୨୭ ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ ସକାଳ ୧୦ଟା ୩୦ରୁ ରାତି ୮ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଜାରି ରହିବ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe