Vedant : ବେଦାନ୍ତ ଆଲୁମିନିୟମ କାଶୀପୁର ଏବଂ ଭବାନୀପାଟଣାର ୨୫ଟି ଅଙ୍ଗନବାଡି କେନ୍ଦ୍ରରେ ଶିଶୁ ସଞ୍ଜୀବନୀ ନାମକ ଏକ ପୁଷ୍ଟିକର ପରିପୂରକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛି । ଶିଶୁମାନଙ୍କ କଲ୍ୟାଣ ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇଛି ଯାହାଦ୍ୱାରା ୩ରୁ ୬ ବର୍ଷ ବୟସର ୬୦୦ରୁ ଅଧିକ ପିଲା ଉପକୃତ ହେଉଛନ୍ତି।
ବେଦାନ୍ତ ଆଲୁମିନିୟମ ପକ୍ଷରୁ 'ଶିଶୁ ସଞ୍ଜୀବନୀ ’ ର ଶୁଭାରମ୍ଭ
/sambad/media/media_files/2025/12/06/sishu-2025-12-06-22-43-25.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-08-23t123957970z-tpnc.jpg)