Advertisment
Gallery

Union Budget: କେନ୍ଦ୍ର ବଜେଟ୍ ୨୦୨୬-୨୭ ପାଇଁ ହାଲୱା ଉତ୍ସବ

କେନ୍ଦ୍ର ବଜେଟ୍ ୨୦୨୬-୨୭ ପାଇଁ ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାର ଅନ୍ତିମ ପର୍ଯ୍ୟାୟକୁ ସୂଚିତ କରୁଥିବା ‘ହାଲୱା ଉତ୍ସବ’ ଆଜି ନର୍ଥ ବ୍ଲକସ୍ଥିତ ବଜେଟ୍ ପ୍ରେସରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପଙ୍କଜ ଚୌଧୁରୀ ମଧ୍ୟ ଉପସ୍ଥିତ ଥିଲେ।

 Union Budget: କେନ୍ଦ୍ର ବଜେଟ୍ ୨୦୨୬-୨୭ ପାଇଁ ହାଲୱା ଉତ୍ସବ
Advertisment
ସବସ୍କ୍ରାଇବ କରନ୍ତୁ