କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପିୟୁଷ ଗୋଏଲ ପ୍ରୟାଗରାଜ ଯାଇ ସଙ୍ଗମରେ ବୁଡ଼ ପକାଇଛନ୍ତି । ଏହା ପରେ ସେ ଶ୍ରଦ୍ଧାଳୁମାନଙ୍କୁ ପ୍ରସାଦ ବଣ୍ଟନ କରିଥିଲେ । ଏହି ଅବସରରେ ପରମାର୍ଥ ନିକେତନର ମୁଖ୍ୟ ଚିଦାନନ୍ଦ ସରସ୍ବତୀ ଉପସ୍ଥିତ ଥିଲେ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us