ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସୁନ୍ଦରଗଡ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଦିବ୍ୟାଙ୍ଗମାନଙ୍କୁ ହୁଇଲ ଚେୟାର ଓ ଶ୍ରବଣ ଯନ୍ତ୍ର ଉପକରଣ ପ୍ରଦାନକରିଛି । ଏହି ପଦକ୍ଷେପର ଅଂଶ ବିଶେଷ ସ୍ୱରୂପ, କମ୍ପାନୀ ଛତାବର, କୁଡାଲୋଇ, ପିପିଲିମାଲ ଏବଂ ବଞ୍ଜାରୀ ଗ୍ରାମପଞ୍ଚାୟତଗୁଡ଼ିକର ୨୦ଜଣ ବ୍ୟକ୍ତିଙ୍କୁ ହୁଇଲଚେୟାର ଏବଂ ଶ୍ରବଣ ଯନ୍ତ୍ର ସହାୟତା ପ୍ରଦାନ କରିଛି। ଏହି ପ୍ରୟାସକୁ ଆଗକୁ ବଢ଼ାଇ କମ୍ପାନୀ ଆଉ ୩୦ଜଣ ଗୋଷ୍ଠୀ ସଦସ୍ୟଙ୍କୁ ସହାୟତା ପ୍ରଦାନ କରିବ ।
ଦିବ୍ୟାଙ୍ଗଙ୍କୁ ହୁଇଲଚେୟାର ଏବଂ ଶ୍ରବଣ ଯନ୍ତ୍ର ପ୍ରଦାନ
/sambad/media/media_files/2025/12/13/divyang-2025-12-13-22-49-08.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-08-23t123957970z-tpnc.jpg)