Advertisment

Horoscope 2026 March 10: ଜାଣନ୍ତୁ ଆଜିର ରାଶିଫଳ

Advertisment

ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପାରିବାରିକ ସମସ୍ୟା ସମାପ୍ତ ହୋଇଯିବ। ରାଜନୀତିରେ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ସହ ଫୋନରେ ଭଲ କଥା ହେବେ। କାମ ପାଇଁ କରି ଆସୁଥିବା ଚେଷ୍ଟାରେ ସଫଳ ହେବେ।

ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପାରିବାରିକ ସମସ୍ୟା ସମାପ୍ତ ହୋଇଯିବ। ରାଜନୀତିରେ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ସହ ଫୋନରେ ଭଲ କଥା ହେବେ। କାମ ପାଇଁ କରି ଆସୁଥିବା ଚେଷ୍ଟାରେ ସଫଳ ହେବେ।

AJIRA RASIFALA

Horoscope today. Photograph: (sambad.in)

ମେଷ: ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପାରିବାରିକ ସମସ୍ୟା ସମାପ୍ତ ହୋଇଯିବ। ରାଜନୀତିରେ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ସହ ଫୋନରେ ଭଲ କଥା ହେବେ। 
ବୃଷ: କାମ ପାଇଁ କରି ଆସୁଥିବା ଚେଷ୍ଟାରେ ସଫଳ ହେବେ। ସୋସିଆଲ ମିଡ଼ିଆରେ କାହାରି ସହିତ କଥା ହେବେ। ଉପାର୍ଜନ ପାଇଁ ମନରେ ନୂଆ ନୂଆ ବିଚାର ଆସିବ। 
ମିଥୁନ: ଆପଣଙ୍କର ଆକର୍ଷକ ଓ ଚୁମ୍ବକୀୟ ବ୍ୟକ୍ତିତ୍ବ କିଛି ଲୋକଙ୍କ ଧ୍ୟାନ ଆପଣଙ୍କ ଆଡ଼କୁ ଟାଣିବ। ପରିଶ୍ରମ ବଳରେ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିନେବେ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। 
କର୍କଟ: ପୂର୍ବରୁ ପ୍ରସ୍ତୁତ କରିଥିବା ଯୋଜନା ଲାଗୁ କରନ୍ତୁ ଠିକ ରହିବ। ନୂଆ ଲୋକଙ୍କ ସହ ସଂପର୍କରୁ ଲାଭ ପାଇବେ। ବେପାରରେ ଉନ୍ନତି ହେବ। ଜୀବନସାଥୀ ସହ ସମ୍ବନ୍ଧରେ ମଧୁରତା ଆସିବ। 
ସିଂହ: ଅଫିସରେ ଆପଣଙ୍କ କାମ ଦେଖି କତୃପକ୍ଷ ଖୁସି ହେବେ। ରାଜନୀତି କ୍ଷେତ୍ରରେ ସଫଳତା ପାଇବେ। ବୈବାହିକ ଜୀବନରେ ଖୁସି ବୃଦ୍ଧି ହେବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ବହୁତ ଭଲ ରହିବ। 
କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା। ପ୍ରତିଯୋଗୀ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କୁ ନିଜର ଲକ୍ଷ୍ୟସ୍ଥଳରେ ପହଞ୍ଚିବାର ସଫଳତା ମିଳିବ। 
ତୁଳା: ଦୀର୍ଘ ଦିନର ଅଟକି ଥିବା ସରକାରୀ କାମ ସଂପୂର୍ଣ୍ଣ ହୋଇଯିବ। ବ୍ୟବସାୟରେ ଉନ୍ନତି ହେବ। ବନ୍ଧୁଙ୍କୁ ମନର ବ୍ୟଥା କହି ମନକୁ ଶାନ୍ତି ମିଳିବ। ଭାଇ ଭଉଣୀଙ୍କ ସହ ସମ୍ବନ୍ଧ ବହୁତ ଭଲ ହେବ। 

ଆହୁରି ପଢ଼ନ୍ତୁ: T20 World Cup: କାହିଁକି ବିଶ୍ବ ବିଜୟୀ ହେଲା ଟିମ୍ ଇଣ୍ଡିଆ ? ଜାଣନ୍ତୁ ମୁଖ୍ୟ କାରଣ...
ବିଛା: ଆପଣଙ୍କର ସକାରାତ୍ମକ ମାନସତା ଆପଣଙ୍କୁ ଲାଭ ଦେବ। ଚାକିରି ପାଇଁ ନୂଆ ଅବସର ପାଇବେ। ଛୋଟଛୋଟ କଥାରେ ଖୁସିର ତଲାସ କରିବେ। ଜୀବନସାଥୀ ସହ ମିଶିବାର ମଉକା ପାଇବେ। 
ଧନୁ: ଦିନଟି ଆପଣଙ୍କ ଲାଗି ଭଲ ରହିବ। ଜୀବନରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ମିଳିବ। ପାରିବାରିକ ସମସ୍ୟା ସମାଧାନ ହେବ। ଶିକ୍ଷାର୍ଥୀଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। 
ମକର: ଧୈର୍ଯ୍ୟଧରି ରୁହନ୍ତୁ ଆଉ ସମୟ ସହିତ ଚାଲନ୍ତୁ। ପ୍ରତିଟି କାମରେ ଭଲ ପରିଣାମ ପାଇବେ। ଅଚାନକ ଧନଲାଭ ହେବ। ଚାକିରି ଖୋଜୁଥିବା ଯୁବକଙ୍କୁ ଭଲ ଜାଗାରେ ଚାକିରି ମିଳିବ। 
କୁମ୍ଭ: ଆପଣଙ୍କୁ ମନ ଚାହୁଁଥିବା କାମରେ ସଫଳତା ମିଳିପାରେ। ଅଫିସରେ ଅଧିକାରୀବର୍ଗ ଆପଣଙ୍କୁ ଅଧିକ ଦାୟିତ୍ବ ତୁଲାଇବାକୁ କହିପାରନ୍ତି। ଶିକ୍ଷାର୍ଥୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ। 
ମୀନ: ଧର୍ମକାର୍ଯ୍ୟରେ ମନ ଲାଗିବ। ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ବେପାରରେ ମନ ମୁତାବକ ଲାଭ ପାଇବେ। ପ୍ରେମୀ ଯୁଗଳ ମନର କଥା ଜଣେ ଅନ୍ୟଜଣଙ୍କୁ କହିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe