Horoscope 2025 December 06: ଜାଣନ୍ତୁ ଆଜିର ରାଶିଫଳ

Advertisment

ଦିନଟି ଆପଣଙ୍କୁ ଉନ୍ନତି ଦେବ। କଠିିନ ପରିସ୍ଥିତିରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବାପାମାଆ ପିଲାଙ୍କର ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଚିନ୍ତା କରିବେ।  ବେପାରୀବର୍ଗକୁ ଧନଲାଭ ହେବ। କୌଣସି ପ୍ରକାର ବିବାଦ ଠାରୁ ଦୂରରେ ରହନ୍ତୁ। ଆପଣ ଆଶା କରିଥିବା ଜାଗାରେ ଚାକିରି ପାଇବେ। 

ଦିନଟି ଆପଣଙ୍କୁ ଉନ୍ନତି ଦେବ। କଠିିନ ପରିସ୍ଥିତିରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବାପାମାଆ ପିଲାଙ୍କର ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଚିନ୍ତା କରିବେ।  ବେପାରୀବର୍ଗକୁ ଧନଲାଭ ହେବ। କୌଣସି ପ୍ରକାର ବିବାଦ ଠାରୁ ଦୂରରେ ରହନ୍ତୁ। ଆପଣ ଆଶା କରିଥିବା ଜାଗାରେ ଚାକିରି ପାଇବେ। 

AJIRA RASIFALA

Horoscope today. Photograph: (sambad.in)

ମେଷ: ଦିନଟି ଆପଣଙ୍କୁ ଉନ୍ନତି ଦେବ। କଠିିନ ପରିସ୍ଥିତିରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବାପାମାଆ ପିଲାଙ୍କର ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଚିନ୍ତା କରିବେ। 

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବେପାରୀବର୍ଗକୁ ଧନଲାଭ ହେବ। କୌଣସି ପ୍ରକାର ବିବାଦ ଠାରୁ ଦୂରରେ ରହନ୍ତୁ। ଆପଣ ଆଶା କରିଥିବା ଜାଗାରେ ଚାକିରି ପାଇବେ। 

ମିଥୁନ: ସରକାରୀ କାମରେ ଆପଣ ସଫଳତା ପାଇବେ। ବାପାମାଆଙ୍କର ପରାମର୍ଶ ଲାଭଦାୟକ ହେବ। ଓକିଲଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ। ଆୟବ୍ୟୟରେ ସମାନତା ରହିବ। 

କର୍କଟ: ଆପଣଙ୍କ ଭିତରେ ସଫଳତା ଓ ଉଚ୍ଚପଦର ଇଚ୍ଛା ଜାଗ୍ରତ ହେବ। ନିବେଶ ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ସହ ପରାମର୍ଶ କରନ୍ତୁ। ବିବାହିତଙ୍କ ଲାଗି ଦିନଟି ଭଲ ରହିବ।  

ସିଂହ: ନୂଆ କାମ କରିବା ପୂର୍ବରୁ ବଡ଼ଙ୍କ ସମ୍ମତି ନିଅନ୍ତୁ। ବ୍ୟବସାୟରେ ବେଶୀ ଲାଭ ପାଇଁ ଅଧିକ ଧ୍ୟାନ ଦେଇ କାମ କରନ୍ତୁ। ପ୍ରେମୀଯୁଗଳଙ୍କର ସମ୍ବନ୍ଧ ମଜଭୁତ ହେବ। 

କନ୍ୟା: ବେପାରରେ ଉନ୍ନତିର ଲକ୍ଷଣ ଦିଶିବ। ପୈତୃକ ସଂପତ୍ତିରୁ ଲାଭ ମିଳିପାରେ। ଗୃହିଣୀମାନଙ୍କ ଲାଗି ଦିନଟି ଭଲ ରହିବ। 
ତୁଳା: ପ୍ରଭୁଙ୍କ ସ୍ମରଣରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ବେପାରରେ ଖୁବ୍ ଉନ୍ନତି ହେବ। ସରକାରୀ ଚାକିରିଆଙ୍କର ପଦୋନ୍ନତି ହୋଇପାରେ। 

ବିଛା: ଆପଣଙ୍କୁ ଯେଉଁ ଦାୟିତ୍ବ ଆସିବ ତାକୁ ଭଲଭାବେ ନିର୍ବାହ କରିପାରିବେ। ପଇସା ଦିଆନିଆରେ ସାବଧାନତା ଅବଲମ୍ବନ କରନ୍ତୁ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। 

ଆହୁରି ପଢ଼ନ୍ତୁ: Imran Khan Vs Pak Army : ଇମ୍ରାନ ଖାଁ ଜଣେ ପାଗଳ : ପାକ୍ ସେନା

ଧନୁ: କାମ କରିବା ସମୟରେ ଧ୍ୟାନ କେନ୍ଦ୍ରିତ କରନ୍ତୁ। ସରକାରୀ କାମରେ କିଛି ଲୋକଙ୍କ ସାହାଯ୍ୟ ପାଇବେ। ନୂଆ ଘର କିଣିବା ଲାଗି ବିଚାର କରିବେ। 
ମକର: ଭାବିଥିବା କାମ ସଂପୂର୍ଣ୍ଣ ହେବ। କୌଣସି ପାଖଲୋକ ଆର୍ଥିକ ସହାୟତା ମାଗିବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।‌

ଆହୁରି ପଢ଼ନ୍ତୁ: Poem by Pratap Kumar Panda: କବିତା ‘ପାଳିତ ଗରଳ’: ପ୍ରତାପ କୁମାର ପଣ୍ଡାଙ୍କ କଲମରୁ...

କୁମ୍ଭ: ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ। ନୂଆ ଉତ୍ସରୁ ଧନପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଖୁବ୍‌ ରୋଚକ ରହିବ। ଛାତ୍ରଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ। 

ମୀନ: କାହାରି ସହିତ ଦୁର୍ବ୍ୟବହାର କରନ୍ତୁ ନାହିଁ। ରାଜନେତାଙ୍କର ସମାଜରେ ପ୍ରତିଷ୍ଠା ବୃଦ୍ଧି ହେବ। ପାରିବାରିକ ଜୀବନ ସମୃଦ୍ଧ ଓ ଶାନ୍ତିପୂର୍ଣ୍ଣ ରହିବ। ‌

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe