ମେଷ:  ନିଜ କାମରେ ଧ୍ୟାନ କେନ୍ଦ୍ରିତ କରନ୍ତୁ। ବେପାରରେ ଯଥେଷ୍ଟ ଲାଭ ପାଇବେ। ପରିବାର ସହିତ ମନୋରଞ୍ଜନ ପାଇଁ ଦୂର ସ୍ଥାନକୁ ଯିବାର ଯୋଜନା କରିପାରନ୍ତି। 
ବୃଷ: ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ। ସାମାଜିକ ସମାରୋହରେ ଆପଣ ଅଂଶଗ୍ରହଣ କରିବେ। ବିଲଡର୍ସଙ୍କ ଲାଗି ଦିନଟି ଭଲ ରହିବ। ନୂଆ କାମ ଆରମ୍ଭ କରିବା ସମ୍ପର୍କରେ ବିଚାର କରିବେ।
ମିଥୁନ: ବାଦବିବାଦଠାରୁ ଦୂରରେ ରହି ନିଜ କାମରେ ମନ ଲଗାନ୍ତୁ। ବେପାରୀଙ୍କର ଆର୍ଥିକ ସ୍ଥିତିରେ ସୁଧାର ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ। କଲେଜରେ ନୂଆ ସାଙ୍ଗ ବନାଇବେ। 
କର୍କଟ: ନିଜର ଲକ୍ଷ୍ୟ ପୂରା କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ଅଫିସରେ ଆପଣଙ୍କୁ ନୂଆ ପ୍ରୋଜେକ୍ଟ ମିଳିବ। କଠିନ ପରିସ୍ଥିତିରେ ଲୋକଙ୍କର ସାହାଯ୍ୟ ପାଇବେ।  

Advertisment

ସିଂହ: ଏକାନ୍ତରେ ଅଧିକ ସମୟ ଅତିବାହିତ କରିବାକୁ ପସନ୍ଦ କରିବେ। କୌଣସି ବଡ଼ ଆଉ ଅଭିନବ କାମ କରିବା ପାଇଁ ଚିନ୍ତା କରିବେ। ଜୀବନସାଥୀ ଖୁସି ହେବାର ସୁଯୋଗ ଦେବେ। 
କନ୍ୟା: ବି‌ଶେଷ କାମ ପୂରା ହୋଇଯିବା ଯୋଗୁଁ ମନୋବଳ ବଢ଼ିବ। ଆପଣଙ୍କର ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ଚାକିରିରେ ଉନ୍ନତିର ଯୋଗ ଅଛି। 

ତୁଳା: ଟଙ୍କାପଇସା ଦେବାନେବାରେ ସାବଧାନତା ଅବଲମ୍ବନ କରନ୍ତୁ। ଘରକୁ କୌଣସି ବନ୍ଧୁ ଆସିବେ। ଦୀର୍ଘ ଦିନରୁ ଚିନ୍ତା କରିଥିବା କାମ ପୂରା ହୋଇଯିବ। 
ବଛା: ପ୍ରେମୀଯୁଗଳ ଦୂର ସ୍ଥାନକୁ ବୁଲି ଯିବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ଯେଉଁ ମହିଳାମାନେ ବ୍ୟବସାୟ କରୁଛନ୍ତି ସେମାନଙ୍କ ପାଇଁ ଲାଭର ଭଲ ଯୋଗ ଅଛି। 
ଧନୁ: ବିଗତ ଦିନର ଭୁଲ୍‌ରୁ କିଛି ନୂଆ ଶିଖି ଆଗକୁ ବଢ଼ିବେ। ଆପଣ ମନ ଚାହୁଥିବା ବସ୍ତୁ ପାଇବେ। ନିଜର କାର୍ଯ୍ୟ ଓ ବ୍ୟବସାୟ ପ୍ରତି ନିଷ୍ଠାବାନ ରହିବେ। 
ମକର: ଆରମ୍ଭ କରିଥିବା କାମ ନିର୍ଦ୍ଧାରିତ ସମୟରେ ପୂରା କରିଦେବେ। ଆପଣଙ୍କ ସନ୍ତାନର କ୍ୟାରିଅରକୁ ନେଇ ଟିକେ ଚିନ୍ତିତ ରହିବେ। ଆପଣ କୌଣସି ବ୍ୟକ୍ତିଙ୍କୁ ସାହାଯ୍ୟ କରିବେ। 
କୁମ୍ଭ: ଅଧୁରା କାମ ସଂପୂର୍ଣ୍ଣ କରିଦେବେ। ଲୋକେ ଆପଣଙ୍କ କଥାରେ ପ୍ରଭାବିତ ହୋଇ ଆପଣଙ୍କ ସହ ମିଶିବେ। ଖର୍ଚ୍ଚ ବଢ଼ିପାରେ। ମାଆଙ୍କୁ କିଛି ଉପହାର ଦେବେ। 
ମୀନ: କଳା ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ। ବେପାର ଦିଗୁଣା ବୃଦ୍ଧି ହେବାର ଯୋଗ ଅଛି। ଆର୍ଥିକ ପକ୍ଷ ମଜଭୁତ ରହିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ।

ଦୈନିକ ରାଶିଫଳ