ମେଷ: କାମ ସମ୍ବନ୍ଧରେ ଦୂରସ୍ଥାନକୁ ଯିବେ। ଅଫିସରେ ଆପଣଙ୍କର ସଚ୍ଚୋଟତା ପାଇଁ କତୃପକ୍ଷ ଆପଣଙ୍କର ଦରମା କରାଇବେ। କାରବାର ସହିତ ନିଜ ଜୀବନର ଭାରସାମ୍ୟ ବଜାୟ ରଖନ୍ତୁ।
ବୃଷ: ଆପଣ କୌଣସି କାମକୁ ନେଇ ଉତ୍ସାହିତ ହେବେ। କଳା ଓ ସାହିତ୍ୟ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନଟିଏ। ଆର୍ଥିକ ମାମଲାରେ ବାପା ମାଆଙ୍କ ସାହାଯ୍ୟ ପାଇବେ। ପ୍ରେମ ଜୀବନ ଭଲ ରହିବ।
ମିଥୁନ: ଆପଣ ସହ କୌଣସି ପ୍ରିୟ ବ୍ୟକ୍ତି ମିଶିବାକୁ ଆସିବେ। ଆପଣଙ୍କ ମନ କୌଣସି ନୂଆ କାମରେ ଲାଗିବ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।
କର୍କଟ: ଜୀବନସାଥୀର ଭାବନା ବୁଝିବାକୁ ସବୁ ପ୍ରକାର ପ୍ରୟାସ କରିବେ। ପ୍ରୋଜେକ୍ଟ କାମରେ ଜୀବନସାଥୀର ପୂରା ସହଯୋଗ ପାଇବେ। ଅଫିସ କାମରେ ଅନ୍ୟର ମତ ନେବାର ନିବୃତ୍ତ ରହନ୍ତୁ।
ସିଂହ: ଗାୟକଙ୍କୁ କୌଣସି ବଡ଼ ମଞ୍ଚରେ ଗୀତ ଗାଇବାର ସୁଯୋଗ ଆସିପାରେ। ଦିନଟି ସଂପୂର୍ଣ୍ଣରୂପେ ଉପଭୋଗ କରିବେ। ଜୀବନସାଥୀର ବ୍ୟବହାରରେ ପରିବର୍ତ୍ତନ ଆସିବ।
କନ୍ୟା: ଆପଣଙ୍କ ପିଲା ଆପଣଙ୍କୁ ଗର୍ବ ଅନୁଭବ କରାଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ଆପଣଙ୍କୁ କୌଣସି ବଡ଼ ଡ଼ିଲ୍ ମିଳିପାରେ। ପରିବାର ଲୋକଙ୍କ ସହିତ ସାମଞସ୍ୟ ବଜାୟ ରଖନ୍ତୁ।
ତୁଳା: ବ୍ୟବସାୟ ମାମଲାରେ ରାଜ୍ୟ ବାହାରକୁ ଯାଇପାରନ୍ତି। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ବନ୍ଧୁ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ସ୍ବାସ୍ଥ୍ୟରେ ସୁଧାର ହେବ।
ବିଛା: ଆପଣଙ୍କର ଦୀର୍ଘ ଦିନର କାମ ସହକର୍ମୀଙ୍କ ସହଯୋଗରେ ପୂରା ହୋଇଯିବ। ଛାତ୍ରଛାତ୍ରୀ କୌଣସି ମହତ୍ବପୂର୍ଣ୍ଣ ବିଷୟରେ ସଂଶୟର ରହିବେ। ଶିକ୍ଷକ ଆପଣଙ୍କର ସହାୟତା କରିବେ।
ଧନୁ: ଆପଣଙ୍କ ମନ କିଛି ନୂଆ କାମରେ ଲାଗିବ। ଆପଣଙ୍କର ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବାକୁ ଚେଷ୍ଟା କରିବେ। ଅର୍ଡ଼ର ସପ୍ଲାଇଙ୍କୁ ଲାଭ ହେବ। ପ୍ରିୟଜନଙ୍କ ସହ ବାହାରକୁ ବୁଲି ଯିବେ।
ମକର: ପରିବାର ଆଗରେ ଆପଣଙ୍କୁ ମତ ରଖିବାର ପୂରା ମଉକା ମିଳିବ। ଆପଣଙ୍କ ଯୋଜନାରେ ଲୋକେ ପ୍ରଭାବିତ ହେବେ। ମହିଳାମାନେ ଅନଲାଇନି ବ୍ୟବସାୟ ଆରମ୍ଭ କରିପାରନ୍ତି।
କୁମ୍ଭ: ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ଘରକୁ କୌଣସି ବନ୍ଧୁ ଆସିବେ। ମାଆ ନିଜର ପିଲାଙ୍କୁ ନୈତିକ କାହାଣୀ ଶୁଣାଇବେ। ଆପଣଙ୍କର ଭୌତିକ ସୁଖ ସୁବିଧା ବଜାୟ ରହିବ।
ମୀନ: ପୁରୁଣା ବନ୍ଧୁ ସହିତ ଅଚାନକ ଭେଟ ହେବ। କାମ କରିବା ପାଇଁ ନୂଆ ପଦ୍ଧତି ଉପରେ ବିଚାର କରିବେ। ଦାମ୍ପତ୍ୟ ଜୀବନରେ ପ୍ରସନ୍ନତା ବଜାୟ ରହିବ। ସନ୍ଧ୍ୟାରେ ବାହାରକୁ ବୁଲି ଯିବାର ଯୋଜନା କରିବେ।