ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

Advertisment

କ୍ୟାରିୟରରେ ସଫଳତା ହାସଲ ହେବ। କୃଷକ ନିଜ ଶସ୍ୟର ଭଲ ଲାଭ ପାଇବେ। ଚାକିରିରେ ନୂଆ ଦାୟିତ୍ୱ ମିଳିପାରେ। ଜୀବନସାଥୀଙ୍କୁ ଉପହାର ଦେବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ସବୁ ଦୃଷ୍ଟିରୁ ଭଲ ରହିବ। କ୍ୟାରିୟରରେ ସୁବର୍ଣ୍ଣ ସୁଯୋଗ ପାଇବେ।

କ୍ୟାରିୟରରେ ସଫଳତା ହାସଲ ହେବ। କୃଷକ ନିଜ ଶସ୍ୟର ଭଲ ଲାଭ ପାଇବେ। ଚାକିରିରେ ନୂଆ ଦାୟିତ୍ୱ ମିଳିପାରେ। ଜୀବନସାଥୀଙ୍କୁ ଉପହାର ଦେବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ସବୁ ଦୃଷ୍ଟିରୁ ଭଲ ରହିବ। କ୍ୟାରିୟରରେ ସୁବର୍ଣ୍ଣ ସୁଯୋଗ ପାଇବେ।

horoscope

ମେଷ: କୌଣସି ବଡ଼ ମଞ୍ଚରେ ପ୍ରଦର୍ଶନ ପାଇଁ ଅବସର ପାଇବେ। ବ୍ୟବସାୟୀଙ୍କୁ ଧନଲାଭ ହେବ। ପ୍ରିୟଜନଙ୍କ ଠାରୁ ଆପଣଙ୍କର ମନ ପସନ୍ଦ ଉପହାର ପାଇବେ। ଛାତ୍ରଛାତ୍ର କିଛି ନୂଆ ଶିକ୍ଷାଲାଭ କରିବେ।

ବୃଷ: ଦିନଟି ଆନନ୍ଦ ଉଲ୍ଲାସ ଭରା ରହିବ। କାମ ସମ୍ବନ୍ଧରେ ଦୂରସ୍ଥାନକୁ ଯିବେ। ଆର୍ଥିକ ସ୍ଥିତି‌ ସୁଦୃଢ଼ ହେବ। ସନ୍ତାନର ସଫଳତାରେ ଗୌରବାନ୍ବିତ ଅନୁଭବ କରିବେ। ଘରକୁ କୁଣିଆ ଆସିବେ।

ମିଥୁନ: ମନର କଥା ମନରେ ରଖନ୍ତୁ। ଭାବୁକ ହେଲେ ବ୍ୟଥିତ ରହିବେ। ଅଯଥା କଥାରେ ଯୁକ୍ତିତର୍କ କରନ୍ତୁ ନାହିଁ। ବ୍ୟବସାୟୀଙ୍କ ପାଇଁ ସ୍ଥିତି ଭଲ ହେବ। ସରକାରୀ କ୍ଷେତ୍ରରେ ଲାଭ ମିଳିବାର ସମ୍ଭାବନା।

କର୍କଟ: ଆପଣଙ୍କ ପାଇଁ ଦିନଟି ଆନନ୍ଦମୟ ରହିବ। କୌଣସି ଗୋଷ୍ଠୀରେ ଯୋଗ ଦେବାର ଅବସର ପାଇବେ। ଅଫିସରେ ବାତାବରଣ ଭଲ ରହିବ। ପ୍ରିୟଜନଙ୍କ ସହ ସମ୍ବନ୍ଧ ମଧୁର ହେବ।

ସିଂହ: ନିଜର ଯୋଜନାକୁ ନେଇ ମନରେ ସଂଶୟ ସୃଷ୍ଟି ହୋଇପାରେ। ଆପଣ ନିଷ୍ପତ୍ତି ନେବାରେ ଅସୁବିଧା ହେଇପାରେ। ବେପାରରେ ଧନଲାଭ ହେବ। ପାରିବାରିକ ଚିନ୍ତା ଦୂର ହେବ।

କନ୍ୟ‌ା: ପାଖଲୋକଙ୍କ ସହ ସମ୍ବନ୍ଧ ସୁଧାରିବାକୁ ଚେଷ୍ଟା କରିବେ। ଧୀଶକ୍ତି ବଳରେ ଆପଣ ପ୍ରତ୍ୟେକ ସ୍ଥିତିକୁ ସମ୍ଭାଳି ନେବେ। ବେପାରରେ ଧନଲାଭ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

ତୁଳା: କୌଣସି ଉଦ୍ୟୋଗରେ ଚାକିରି ପାଇଁ ଫୋନ ଆସିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସାମାଜିକ ସ୍ତରରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ଦାମ୍ପତ୍ୟ ଜୀବନ ଭଲ ରହିବ।

ବିଛା: ଅଧିକ ପରିଶ୍ରମ କରି ସବୁ କାମ ସଂପୂର୍ଣ୍ଣ କରିନେବେ। ସମ୍ମାନିତ ଲୋକଙ୍କ ସହ ମିଶିବାର ସୁଯୋଗ ପାଇବେ। ବ୍ୟବସାୟରେ ଭଲ ପ୍ରଗତି ହେବ। ଦାମ୍ପତ୍ୟ ଜୀବନରେ ଖୁସି ରହିବ।

ଧନୁ: ଆପଣ ସାହସ ଓ ଶୌର୍ଯ୍ୟ ଆପଣଙ୍କୁ ସମସ୍ତଙ୍କ ଠାରୁ ଅଲଗା ଅନୁଭବ କରାଇବ। ଯେଉଁ ମହିଳାମାନେ ଚାକିରି ଖୋଜୁଛନ୍ତି ସେମାନେ ଭଲ ଖବର ପାଇବେ। ବୈଜ୍ଞାନିକଙ୍କୁ ନୂଆ ସଫଳତା ମିଳିପାରେ।

ମକର: ଆପଣଙ୍କୁ ବଢ଼ିଆ ଅବସର ମିଳିବ। ବ୍ୟବସାୟରେ ଲାଗି ରହିଥିବା ଅଶାନ୍ତି ସମାପ୍ତ ହୋଇଯିବ। ସରାକାରୀ କ୍ଷେତ୍ରରେ ଲାଭ ହୋଇପାରେ। ଜୀବନସାଥୀଙ୍କୁ ଦାମିକା ଜିନିଷ ଉପହାର ଦେବେ।

କୁମ୍ଭ: ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଭଲ ଲୋକଙ୍କ ସଙ୍ଗତିରେ କିଛି ଶିକ୍ଷାଲାଭ କରିବେ। କିଣାବିକା କାମ ସଂପୂର୍ଣ୍ଣ ହେବ। ପ୍ରିୟଜନଙ୍କ ସହ ସମୟ ଅତିବାହିତ କରିବେ।

ମୀନ: ନିଜର ପରିବାର ଓ କାମ ମଧ୍ୟରେ ଭାରସାମ୍ୟ ବଜାୟ ରଖନ୍ତୁ। ଆପଣଙ୍କର ସୁଖ ସୁବିଧା ବଢ଼ିବ। ସଂପତ୍ତି ମିଳିବା ଯୋଗ ଅଛି। ଛାତ୍ରଛାତ୍ରୀ ନିଜର ପାଠପଢ଼ା ସମୟ ବଦଳାଇବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe