ତୁଳା by Soumya Updated 24 Aug 2024 12:57 IST Link copied! Copy failed! ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। by Soumya Updated 24 Aug 2024 12:57 IST Link copied! Copy failed!