Advertisment

Horoscope 2026 March 06: ଜାଣନ୍ତୁ ଆଜିର ରାଶିଫଳ

Advertisment

କୌଣସି କାର୍ଯ୍ୟରେ ଅନ୍ୟମାନଙ୍କ କଥାକୁ ସର୍ବୋପରି ନରଖି ନିଜ ଉପରେ ବିଶ୍ବାସ ରଖନ୍ତୁ, ଲାଭ ପାଇବେ। ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ବ୍ୟକ୍ତି ସଫଳତା ପାଇବେ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ‌ଶେଷ କାମରେ ଯିବାକୁ ଥିବାରୁ ମନୋବଳ ବଢ଼ିବ।

କୌଣସି କାର୍ଯ୍ୟରେ ଅନ୍ୟମାନଙ୍କ କଥାକୁ ସର୍ବୋପରି ନରଖି ନିଜ ଉପରେ ବିଶ୍ବାସ ରଖନ୍ତୁ, ଲାଭ ପାଇବେ। ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ବ୍ୟକ୍ତି ସଫଳତା ପାଇବେ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ‌ଶେଷ କାମରେ ଯିବାକୁ ଥିବାରୁ ମନୋବଳ ବଢ଼ିବ।

AJIRA RASIFALA

Horoscope today. Photograph: (sambad.in)

ମେଷ: ଚାକିରି କ୍ଷେତ୍ରରେ ସ୍ଥିତି ପୂର୍ବ ଅପେକ୍ଷା ବହୁତ ଭଲ ହେବ। ଆମଦାନି ପାଇଁ ଭଲ ଅବସର ପାଇବେ। ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କର ମାନ ସମ୍ମାନ ବଢ଼ିବ। ‌‌

ବୃଷ: ମାନସିକ ରୂପେ ସୁସ୍ଥ ରହିବେ। ବ୍ୟବସାୟରେ ବିସ୍ତାର ସହିତ ଆୟର ଉତ୍ସ ବିକଶିତ ହେବ। ପରିବାରରେ ଆପୋସୀ ସହଯୋଗର ଭାବନା ରହିବ। ମ୍ୟାନଜେମେଣ୍ଟ ଛାତ୍ରଛାତ୍ରୀଙ୍କୁ ନୂଆ ଖବର ମିଳିବ।‌

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହିତ ଭଲ ବ୍ୟବହାର ଆପଣଙ୍କ ସଫଳତାରେ ସହାୟକ ହେବ। ଲିଖନ କ୍ଷେତ୍ରରେ ଥିବା ‌ଲୋକ ଶୁଭ ଖବର ପାଇବେ। ଜୀବନସାଥୀର ଭାବନା ଉପରେ ଧ୍ୟାନ ଦିଅନ୍ତୁ।‌

କର୍କଟ: କାର୍ଯ୍ୟକ୍ଷେତ୍ରରେ ନିଜ ଅନୁଭବର ଭଲ ସଫଳତା ହାସଲ କରିବେ। ସଙ୍ଗୀତ ଛାତ୍ରଛାତ୍ରୀଙ୍କୁ ନୂଆ ଅବସର ମିଳିବ। ପରିବାର ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ‌

ସିଂହ: ପୂରା ଦିନ ଶକ୍ତିବାନ ରହିବେ। ବେପାର ସଂପର୍କିତ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ଯାହା ଦ୍ବାରା ଆପଣଙ୍କର ଆୟର ଉତ୍ସ ଖୋଲିବ। ଜୀବନସାଥୀ ସହିତ କୌଣସି ମନ ପସନ୍ଦ ଜାଗାକୁ ବୁଲି ଯିବେ। ‌

କନ୍ୟା: ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ। ଆପଣଙ୍କୁ କୌଣସି ନୂଆ ପ୍ରୋଜେକ୍ଟ ମିଳିବା ଯୋଗ ଅଛି। ଆପଣଙ୍କର ବିନମ୍ରତାପୂର୍ଣ୍ଣ ବ୍ୟବହାରରେ ଘରର ବାତାବରଣ ସକାରାତ୍ମକ ରହିବ। ‌

ତୁଳା: କାର୍ଯ୍ୟକ୍ଷେତ୍ରରେ ସକାରାତ୍ମକ ପରିବର୍ତ୍ତନ ଦେଖିବାକୁ ପାଇବେ। ଧାର୍ମିକ କାର୍ଯ୍ୟରେ ମନ ଖୁବ୍ ଲାଗିବ। ଚାକିରିରେ ଯଥେଷ୍ଟ ସଫଳତା ପାଇବେ। ବେପାରୀଙ୍କୁ ଧନଲାଭ ହେବାର ଯୋଗ ଅଛି। ‌

ବିଛା: ପାରିବାରିକ ବାତାବରଣ ସୁଖଦ ରହିବ। ବେପାର ସଂପର୍କିତ ଗୋପନ କଥା କାହାରିକୁ ଜଣାନ୍ତୁନାହିଁ। ଆପଣଙ୍କ ପ୍ରେମପୂର୍ଣ୍ଣ ବ୍ୟବହାରରେ ଦାମ୍ପତ୍ୟ ଜୀବନର ସମସ୍ୟା ସମାପ୍ତ ହେବ। ‌

ଧନୁ: ଆପଣଙ୍କର ସବୁ କାମ ସଫଳତାପୂର୍ବକ ସଂପନ୍ନ ହେବ। ସହକର୍ମୀଙ୍କ ମଧ୍ୟରେ ଆପଣଙ୍କର ପ୍ରଭାବ ବଢ଼ିବ। ନିଜର କ୍ରୋଧ ଓ ବିରକ୍ତି ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ କୌଣସି ଶୁଭ କାର୍ଯ୍ୟ ସଂପନ୍ନ ହେବ।‌

ମକର: ଆପଣଙ୍କର ଆସ୍ଥା ଧର୍ମକାର୍ଯ୍ୟରେ ବଢ଼ିବ। ବେପାରୀଙ୍କୁ ଯଥେଷ୍ଟ ଲାଭ ମିଳିବାର ଯୋଗ ଅଛି। ଛାତ୍ରଛାତ୍ରୀଙ୍କୁ ଶିକ୍ଷକଙ୍କର ସହଯୋଗ ମିଳିବା ଯୋଗୁଁ ମନୋବଳ ଉଚ୍ଚା ରହିବ। ‌

କୁମ୍ଭ: କୌଣସି କ୍ଷେତ୍ରରେ ନିବେଶ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଆପଣ ପ୍ରସ୍ତୁତ କରିଥିବା ଯୋଜନା ଫଳପ୍ରଦ ସାବ୍ୟସ୍ତ ହେବ। ଭଲ ଧନ ଅର୍ଜନ କରିବାରେ ସଫଳ ହେବେ। ‌

ମୀନ: କାର୍ଯ୍ୟକ୍ଷେତ୍ରରେ ସ୍ଥିତି ଆପଣଙ୍କ ପାଇଁ ଅନୁକୂଳ ରହିବ। ତୀର୍ଥ ଯାତ୍ରାରେ ଯାଇପାରନ୍ତି। ଜୀବନସାଥୀ ସହିତ ତାଳମେଳ ବଜାୟ ରଖନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ହେବ। ପ୍ରେମ ଜୀବନ ଭଲ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe