ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

Advertisment

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

ରାଶିଫଳ ଜୀବନଚକ୍ରର ଏକ ଗୁରୁତ୍ବପୂର୍ଣ୍ଣ ଅଂଶବିଶେଷ। ଯଦିଓ ଅନେକ ରାଶିଫଳ ଉପରେ ବିଶ୍ବାସ କରନ୍ତି ନାହିଁ। କିନ୍ତୁ ଅନେକ ଲୋକ ଅଛନ୍ତି, ଯେଉଁମାନେ ରାଶିଫଳ ଦେଖି ଦିନ ଆରମ୍ଭ କରିଥାନ୍ତି। ଆସନ୍ତାକାଲି କେଉଁ ରାଶି ପାଇଁ କ’ଣ ସବୁ ଭଲ ଓ ଖରାପ ରହିଛି ତାହା ଆଗୁଆ ଜାଣନ୍ତୁ।

horoscopeqw

ମେଷ: ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କ ମନ ଲାଗିବ। ଘରୋଇ କାମ ସମାପ୍ତ କରିବାରେ ସଫଳ ରହିବେ। ଜମି ବେପାରୀଙ୍କୁ ଲାଭ ହେବ। ପ୍ରେମୀ ଯୁଗଳଙ୍କ ସମ୍ବନ୍ଧରେ ନୂତନତ୍ବ ଆସିବ।

ବୃଷ: ସମ୍ବନ୍ଧରେରେ ମିଷ୍ଟତା ଆସିବ। ନୂଆ କାମ କରିବାକୁ ଚାହୁଁଥିଲେ କିଛି ଦିନ ଅପେକ୍ଷା କରି ଯାଆନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ଲୋକ ସାମାଜିକ ସ୍ତରରେ ଭଲ କାମ ପାଇଁ ସମ୍ମାନ ପାଇବେ।

ମିଥୁନ: ଆପଣ କୌଣସି ଭଲ କାମ କରିବେ। କୋର୍ଟ କଚେରି ମାମଲାରେ ବନ୍ଧୁର ମତ ନେବେ। ଆପଣଙ୍କ କଥାରେ ପରିବାର ଲୋକ ସହମତ ହେବେ। ବେପାରରେ ଉନ୍ନତିର ଯୋଗ ଅଛି।

କର୍କଟ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ମାମୁଁ ଘରୁ କୌଣସି ଭଲ ଖବର ପାଇବେ। କଥା କହିବା ବେଳେ ନିଜର ଭାଷା ଉପରେ ଧ୍ୟାନ ଦନିଅନ୍ତୁ। ପ୍ରେମୀଯୁଗଳଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ।

ସିଂହ: ଧର୍ମ ଗ୍ରନ୍ଥ ପଢ଼ିବାରେ ସମୟ ବିତାଇବେ। ପରିବାର ଲୋକଙ୍କର ସହଯୋଗ ପାଇବେ। ଅଚାନକ କୌଣସି ଉତ୍ସରୁ ଧନଲାଭ ହେବ। ନୂଆ କାମ ପ୍ରାରମ୍ଭ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ।

କନ୍ୟା: ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ। ଆୟ ବୃଦ୍ଧି ଲାଗି କାହାରି ସାହାଯ୍ୟ ପାଇବେ। କୌଣସି ଯୋଜନା ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ଜୀବନସାଥୀ କୌଣସି କାମ ପାଇଁ ପ୍ରଶଂସା କରିବେ।

ତୁଳା: ନିଜର ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ମନ ବନାଇବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ଜୀବନରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ପାଇବେ।

ବିଛା: ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀର ମତ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ। ଚାକିରିଜୀବୀଙ୍କୁ ଭଲ ଖବର ମିଳିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

ଧନୁ: କ୍ୟାରିୟରରେ ଆପଣଙ୍କୁ ସଫଳତା ମିଳିବ। ପରିବାରରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଆପଣଙ୍କ ଠାରୁ ସହକର୍ମୀ ଫୋନରେ ମତ ନେବେ। ନୂଆ ଦୁଇ ଚକିଆ ଯାନ କିଣିବା ଲାଗି ଦିନଟି ଶୁଭ।

ମକର: ଆର୍ଥିକ ଲାଭର ଅବସର ପାଇବେ। କୌଣସି ବନ୍ଧୁ ଆପଣଙ୍କୁ ସହଯୋଗ କରିବା ପାଇଁ କହିବେ। କୌଣସି କାମରେ ଭଲ ସଫଳତା ପାଇବେ। ଦାମ୍ପତ୍ୟ ଜୀବନ ବହୁତ ରୋଚକ ଓ ସୁଖମୟ ରହିବ।

କୁମ୍ଭ: ଛୋଟ ଛୋଟ କଥାରେ ରାଗିଲେ କିଛି ଲୋକ ବିରୋଧ କରିବେ। ନିବେଶ ମାମଲାରେ କୌଣସି ନୂଆ ପରାମର୍ଶ ପାଇବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ବିବାହ ପାଇଁ ଘର ଲୋକଙ୍କୁ କହିବେ।

ମୀନ: ଦାମ୍ପତ୍ୟ ଜୀବନରେ ମଜଭୁତ ଆସିବ। ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe