ମେଷ: ସକାରାତ୍ମକ ଭାବନା ଘେନି ଆଗକୁ ବଢ଼ନ୍ତୁ। ଲୋକମାନଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟସାୟରେ ମାନ୍ଦା ଗତି ପାଇଁ ମାନସିକ ଅଶାନ୍ତି ବଢ଼ିପାରେ।
ବୃଷ: ଆର୍ଥିକ ପକ୍ଷ ବହୁତ ଭଲ ରହିବ। ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ। ବେକାରଙ୍କ ଲାଗି ରୋଜଗାରର ସୁଯୋଗ ରହିଛି। ପ୍ରେମୀଯୁଗଳଙ୍କ ଲାଗି ଦିନଟି ବହୁତ ଭଲ ରହିବ।
ମିଥୁନ: ପୁଞି ବଜାରରେ ଆପଣଙ୍କୁ ଲାଭ ମିଳିବ। ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ସୁବିଧାଜନକ ରହିବାର ଆଶା କମ୍। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ।
କର୍କଟ: ଆପଣଙ୍କ ସାହସ, ଭାବନାତ୍ମକ କ୍ଷମତା ଅନ୍ୟମାନଙ୍କ ଠାରୁ ଅଲଗା ଅନୁଭୂତି କରାଇବ। କାର୍ଯ୍ୟକ୍ଷେତ୍ରରେ କତୃପକ୍ଷଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ। ପ୍ରେମ ଜୀବନ ଭଲ ରହିବ।
ସିଂହ: ଅନ୍ୟମାନଙ୍କ ସହ ଆପଣଙ୍କର ଭଲ ତାଳମେଳ ରହିବ। ଆପଣଙ୍କର ସବୁ କାମ ସହଜରେ ପୂରା ହୋଇଯିବ। ଅଚାନକ ଧନଲାଭ ହେବ। ଛାତ୍ରଙ୍କୁ କିଛି ନୂଆ ଶିଖିବାର ସୁଯୋଗ ମିଳିବ।
କନ୍ୟା: ଇଚ୍ଛାଶକ୍ତି କମ୍ ଯୋଗୁଁ ଆପଣଙ୍କୁ ଭାବନାତ୍ମକ ଓ ମାନସିକ ଅଶାନ୍ତି ଘେରଉ କରିନେବେ। ଆପଣଙ୍କର ତର୍କ ଶକ୍ତିକୁ ମଜଭୁତ ବଜାୟ ରଖନ୍ତୁ। ପାରିବାରିକ ଜୀବନ ସୁଖକର ହେବ।
ତୁଳା: ପରିବାର ଓ କାମ ମଧ୍ୟରେ ଭାରସାମ୍ୟ ବଜାୟ ରଖନ୍ତୁ। ସନ୍ତାନ ପକ୍ଷର ସଫଳତା ପାଇଁ ଆପଣଙ୍କୁ ଖୁସି ମିଳିବ। ଛାତ୍ରଙ୍କୁ ନୂଆ ପ୍ରୋଜେକ୍ଟ ଉପରେ କାମ କରିବାର ସୁଯୋଗ ମିଳିବ।
ବିଛା: ଜରୁରୀ କାମର ଅଧିକ ପରିଶ୍ରମ କଲେ ସଂପୂର୍ଣ୍ଣ ହୋଇଯିବ। ଡ଼ାକ୍ତରଙ୍କର ଖ୍ୟାତି ସୁଦୂର ପ୍ରସାରୀ ହେବ। ସମ୍ବନ୍ଧରେ ନୂତନତ୍ବ ଆସିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ।
ଧନୁ: ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ। ଅଧିକ ସଫଳତା ପାଇବା ପାଇଁ ଆପଣଙ୍କର ପ୍ରୟାସ ଜାରି ରଖନ୍ତୁ। କଣ୍ଠଶିଳ୍ପୀଙ୍କ ଲାଗି ଭଲ ଦିନଟିଏ। ଫିଲ୍ମରେ ସୁଯୋଗ ମିଳିପାରେ।
ମକର: କୌଣସି କଥାକୁ ନେଇ ମାନସିକ ଅଶାନ୍ତି ବଢ଼ିପାରେ। କାରବାରରେ ଆଗକୁ ବଢ଼ିବାର ବାଧା ଆସିବ। ଅନାବଶ୍ୟକ କଥା ଠାରୁ ନିଜକୁ ଦୂରରେ ରଖନ୍ତୁ। ବିବାହିତଙ୍କ ଲାଗି ଦିନଟି ଭଲ ରହିବ।
କୁମ୍ଭ: ସମୟ ରଚାନାତ୍ମକ କାର୍ଯ୍ୟରେ ଲଗାଇପାରନ୍ତି। ଜୀବନସାଥୀ ସହିତ ଅଧିକ ସମୟ ଅତିବାହିତ କରିବେ। ଅଚାନକ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ।
ମୀନ: ବଢ଼ିଆ ସୁଯୋଗ ଆପଣଙ୍କୁ କାର୍ଯ୍ୟକ୍ଷେତ୍ରରେ ମିଳିବ। ଶତ୍ରୁ ଓ ବିରୋଧୀମାନେ କ୍ଷତି କରିପାରନ୍ତି। ତେଣୁ ସତର୍କତା ଅବଲମ୍ବନ କରନ୍ତୁ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ଦୂର ହୋଇଯିବ।