ଶ୍ରୀନଗର: ବୁଧବାର ଦିନ ଜମ୍ମୁ ଓ କଶ୍ମୀରର ପୁଞ୍ଚ୍ ଜିଲ୍ଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ମାଇନ୍ ବିସ୍ଫୋରଣ ଘଟି ସେନାର ତିନି ଜଣେ ଯବାନ ସହିଦ ହୋଇଛନ୍ତି ଓ ଅନ୍ୟ ଆଠ ଜଣ ଆହତ ହୋଇଛନ୍ତି।
ବିମାନ ଯୋଗେ ଆହତ ଯବାନମାନଙ୍କୁ ସାମରିକ ଡାକ୍ତରଖାନାକୁ ନିଆ ଯାଇଛି।
ବିସ୍ଫୋରଣର କାରଣ ଏ ପର୍ଯ୍ୟନ୍ତ ଜଣାପଡ଼ି ନାହିଁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/05/army-3.jpg)