ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଗତକାଲି ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ତୋଫାନ ଏବଂ ବଜ୍ରପାତ ଯୋଗୁଁ ୨୬ ଜଣ ପ୍ରାଣ ହରାଇଛନ୍ତି ଏବଂ ଶତାଧିକ ଆହତ ହୋଇଛନ୍ତି। ଉତ୍ତରପ୍ରଦେଶର ମୈନପୁରୀ ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏଟାହ, କାସଗଞ୍ଜ, ଫାରୁକାବାଦ୍ ଏବଂ ବାରବାଙ୍କିରେ ୨ ଜଣ ଲେଖାଏଁ ବ୍ୟକ୍ତି ପ୍ରାଣ ହରାଇଛନ୍ତି।
ୟୁପିରେ ଝଡ଼ତୋଫାନ, ୨୬ ମୃତ, ଶତାଧିକ ଆହତ
/sambad/media/post_attachments/wp-content/uploads/2019/06/up-f.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)