ୟୁପି‌ରେ ଝଡ଼ତୋଫାନ, ୨୬ ମୃତ, ଶତାଧିକ ଆହତ

0

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଗତକାଲି ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ତୋଫାନ ଏବଂ ବଜ୍ରପାତ ଯୋଗୁଁ ୨୬ ଜଣ ପ୍ରାଣ ହରାଇଛନ୍ତି ଏବଂ ଶତାଧିକ ଆହତ ହୋଇଛନ୍ତି। ଉତ୍ତରପ୍ରଦେଶର ମୈନପୁରୀ ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏଟାହ, କାସଗଞ୍ଜ, ଫାରୁକାବାଦ୍‌ ଏବଂ ବାରବାଙ୍କିରେ ୨ ଜଣ ଲେଖାଏଁ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ‌

ସମ୍ବନ୍ଧିତ ଖବର