ୟୁପି‌ରେ ଝଡ଼ତୋଫାନ, ୨୬ ମୃତ, ଶତାଧିକ ଆହତ

Advertisment
ୟୁପି‌ରେ ଝଡ଼ତୋଫାନ, ୨୬ ମୃତ, ଶତାଧିକ ଆହତ

Hindustan Times

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଗତକାଲି ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ତୋଫାନ ଏବଂ ବଜ୍ରପାତ ଯୋଗୁଁ ୨୬ ଜଣ ପ୍ରାଣ ହରାଇଛନ୍ତି ଏବଂ ଶତାଧିକ ଆହତ ହୋଇଛନ୍ତି। ଉତ୍ତରପ୍ରଦେଶର ମୈନପୁରୀ ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏଟାହ, କାସଗଞ୍ଜ, ଫାରୁକାବାଦ୍‌ ଏବଂ ବାରବାଙ୍କିରେ ୨ ଜଣ ଲେଖାଏଁ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ‌

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe