ଇସ୍ଲାମବାଦ: ପାକିସ୍ତାନରେ ସେନା ଯବାନଙ୍କ ଉପରକୁ ଆକ୍ରମଣ ଘଟଣାରେ ୪୭ ଜଣଙ୍କ ମୃତ୍ୟୁ। ୩୦ ଜଣ ଯବାନ ଆହତ ହୋଇଛନ୍ତି। ବଲୁଚ ଲିବରେସନ୍ ଆର୍ମୀ ମୁଖପାତ୍ର ଏନେଇ ଦାବି କରିଛନ୍ତି । ସେ କହିଛନ୍ତି , ସ୍ଥାନୀୟ ଭାରତୀୟ ସମୟ ସଂଧ୍ୟା ୫ଟା ୪୫ରେ ଏହି ଆକ୍ରମଣ କରାଯାଇଛି । ତୁର୍ବତ ସହରରୁ ୮ କିଲୋମିଟର ଦୂରରେ ଏହି ଆକ୍ରମଣ କରାଯାଇଛି । ଆକ୍ରମଣ ପାଇଁ ବିଏଲଏକୁ ଦାୟୀ କରାଯାଇଛି। ୨୦୨୧ରେ ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଫେରିବା ପରଠାରୁ ପାକିସ୍ତାନ ତାର ପଶ୍ଚିମ ସୀମାନ୍ତ ଅଞ୍ଚଳରେ ପୁଣି ଥରେ ଆତଙ୍କବାଦୀ ହିଂସା ବୃଦ୍ଧି ପାଇବାରେ ଲାଗିଛି ।
ପାକିସ୍ତାନ ସେନାକୁ ଆକ୍ରମଣ : ୪୭ ଯବାନ ମୃତ, ୩୦ ଆହତ
ପାକିସ୍ତାନରେ ସେନା ଯବାନଙ୍କ ଉପରକୁ ଆକ୍ରମଣ ଘଟଣାରେ ୪୭ ଜଣଙ୍କ ମୃତ୍ୟୁ। ୩୦ ଜଣ ଯବାନ ଆହତ ହୋଇଛନ୍ତି। ବଲୁଚ ଲିବରେସନ୍ ଆର୍ମୀ ମୁଖପାତ୍ର ଏନେଇ ଦାବି କରିଥିବା ସୂଚନା ରହିଛି।
/sambad/media/media_files/2025/01/06/fZfGGAsgHfr5yhFCStLC.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)